ରାଜ୍ୟରେ ଆଉ ୨ମୁଣ୍ଡ ନେଲା ମହାମାରୀ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨!-->…
