Odia News Portal
Yearly Archives

2021

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବୁଟା ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ମନ୍ତ୍ରୀ ସର୍ଦାର ବୁଟା ସିଂହଙ୍କର ଶନିବାର ଦିନ ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।ବୁଟା ସିଂହ ଶିଖ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ ତାଙ୍କ…

ଅପରାଜିତା ଷଡଙ୍ଗୀ ହେଲେ ଶ୍ରେଷ୍ଠ ସାଂସଦ

ଭୁବନେଶ୍ୱର : ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହେଲେ ଅପରାଜିତା ଷଡଙ୍ଗୀ। ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ଏକ ସର୍ଭେ ପରେ ସେ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି ସାଂସଦ ଅପରାଜିତା । ତେବେ ଘୋଷଣା ପରେ ସାଂସଦ ଅପରାଜିତାଙ୍କ ନିକଟକୁ ବିଭିନ୍ନ…

ପ୍ରେମ ପାଇଁ ଆତ୍ମହୁତି ଉଦ୍ୟମ

ପାଲଲହଡ଼ା: ଦେହରେ ନିଆଁ ଲଗାଇ ଥାନାକୁ ପଶିଲା ଯୁବକ|ପାଲଲହଡ଼ା ଥାନା ସମ୍ମୁଖରେ ଜଣେ ଯୁବକ ଆତ୍ମହୁତି ଉଦ୍ୟମ କରିଛନ୍ତି । ପ୍ରେମ ସମ୍ପର୍କକୁ ଗ୍ରହଣ କରି ନଥିଲେ ପରିବାର ଲୋକେ । ଝିଅର ବାହାଘର ଅନ୍ୟ ସ୍ଥାନରେ ସ୍ଥିର ହେବାରୁ ପ୍ରେମିକର ଆତ୍ମହୁତୀ ଉଦ୍ୟମ । ଉକ୍ତ ଯୁବକଙ୍କୁ ପୋଲିସ ଉଦ୍ଧାର…

ବିସିସିଆଇ ଅଧକ୍ଷ ସୌରଭ ଗାଙ୍ଗୁଲି ଅସୁସ୍ଥ

କୋଲକାତା: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଅସୁସ୍ଥ | ବିସିସିଆଇ ଅଧ୍ୟକ୍ଷ ତଥା ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ହୃଦଘାତର ଶିକାର ହୋଇଥିବା ସୂଚନା ମିଳିଛି । ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡସ୍ ହସ୍ପିଟାଲରେ ଭର୍ତ୍ତି…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଇଛି ଆଉ ୪ ଜଣଙ୍କର ଜୀବନ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୦ରେ ପହଞ୍ଚିଯାଇଛି। ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୧ ବର୍ଷୀୟ ବ୍ୟକ୍ତି ଅଛନ୍ତି । ତାଙ୍କର…

ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ

ଭୁବନେଶ୍ୱର: ରାଜ୍ୟ ପଛୁଆ ବର୍ଗ କମିଶନ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ରଘୁନାଥ ବିଶ୍ୱାଳ । କମିଶନଙ୍କ ସହ ତିନିଜଣ ସଦସ୍ୟ ଡକ୍ଟର ନବନୀତା ରଥ, ଡକ୍ଟର ମିତାଲୀ ଚିନ୍ନାରା ଓ ଡକ୍ଟର ପ୍ରସନ୍ନ କୁମାର ପାତ୍ର ମଧ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ଓଡିଶା ରାଜ୍ୟ ପଛୁଆ ବର୍ଗ କମିଶନ ଆଇନ ୧୯୯୩…

ଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ବଜାସାଲ

ନୂଆଦିଲ୍ଲୀ: ଦିଲ୍ଲୀର ରାଜପଥରେ ଦେଖିବାକୁ ମିଳିବ କଳାହାଣ୍ଡିର ବଜାସାଲ ନୃତ୍ୟ। ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡି ଜିଲ୍ଲା ବଜାସାଲ ନୃତ୍ୟଦଳ ଜାତୀୟ ପେରେଡ଼ରେ ଭାଗ ନେବା ପାଇଁ ମନୋନୀତ ହୋଇଛି । ନୂଆଦିଲ୍ଲୀ ସ୍ଥିତ ରାଜପଥ ଜାତୀୟ ପେରେଡ଼ରେ କଳାହାଣ୍ଡିର ବଜାସାଲ ଲୋକନୃତ୍ୟ…

ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ

ସମ୍ବଲପୁର: ଆଜି ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ । ଭିଡିଓ କନଫରେସିଂ ଜରିଆରେ ନୂଆ କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାର୍ଯ୍ୟକ୍ରମ ଆରମ୍ଭରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା କେମିତି ଶିକ୍ଷାର ହବ୍ ପାଲଟିଛି,…

ରାଜ୍ୟରେ ଆଉ ୨୫୧ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୧୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ବିମାନ ବ୍ୟବସ୍ଥା

ଝାରସୁଗୁଡ଼ା: ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଉଡ଼ିବ ସ୍ପାଇସ୍‌ଜେଟ୍‌ ବିମାନ। ଜାନୁଆରୀରୁ ୧୨ ତାରିଖରୁ ସ୍ପାଇସ୍‌ଜେଟ୍ ଏହି ସେବା ଆରମ୍ଭ କରିବ। ଓଡ଼ିଶା ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଶୁକ୍ରବାର ରାତିରେ…