Odia News Portal
Yearly Archives

2021

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ | ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିମାନବ ନ୍ଦରର ନାମ…

ଦାୟିତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି । ୨୦୨୨ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ । ପ୍ରଶାସନିକ ସ୍ତରରେ ଜଣେ ଅତି ଶାନ୍ତ କିନ୍ତୁ ପ୍ରଭାବୀ ଅଫିସର ଭାବେ ଜଣାଶୁଣା,…

୮୪ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ୮୪ଟି ନୂଆ ତଥା ଅତିରିକ୍ତ ୧୦୮ ଆମ୍ବୁଲାନ୍ସକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଜି ଛକସ୍ଥିତ ପରିବହନ ଭବନ ପରିସରରୁ ଏହାର ଉଦଘାଟନ କରାଯାଇଛି । ୨୭ଟି ଜିଲ୍ଲା ପାଇଁ ଅତିରିକ୍ତ ୮୪ଟି ୧୦୮ ଆମ୍ବୁଲାନ୍ସ ବ୍ୟବସ୍ଥା ହୋଇଥିବା ବେଳେ ବାଲେଶ୍ଵର ଜିଲ୍ଲା ପାଇଁ…

ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନବୀନ । ଏଥି ସହ ଏକ ଭିଡିଓ ବାର୍ତ୍ତା ମଧ୍ୟ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୧ ସମସ୍ତଙ୍କ ପାଇଁ…

ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ

ପୁରୀ: ଶ୍ରୀମନ୍ଦିର ସମ୍ମୁଖରୁ ନବବର୍ଷରେ ପତିତପାବନ ବାନା ଦର୍ଶନ କଲେ 5ଟି ସଚିବ ଭି. କେ ପାଣ୍ଡିଆନ । ନବବର୍ଷ ପ୍ରଥମ ଦିନରେ ନୀଳଚକ୍ର ଦର୍ଶନ କରିବା ସହ ଆଶିଷ କାମନା କରିଛନ୍ତି 5ଟି ସଚିବ । ଅନ୍ୟପକ୍ଷେ କରୋନା କଟକଣା ପାଇଁ ଆଜି ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଦର୍ଶନ ନିମନ୍ତେ କଟକଣା…

ମୁଖ୍ୟ ବିଚାରପତି ଜଷ୍ଟିସ୍ ମୂରଲିଧର

କଟକ: ଡକ୍ଟର ଏସ୍. ମୂରଲିଧରଙ୍କୁ ମିଳିଲା ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି । ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ବିଚାରପତି ଥିବା ଜଷ୍ଟିସ୍ ମୂରଲିଧର ଚେନ୍ନାଇରେ ୧୯୮୪ ମସିହାରେ ଓକିଲାତି ଆରମ୍ଭ କରିଥିଲେ । ପରେ ସେ ୧୯୮୭ରେ ଦିଲ୍ଲୀ ପଳାଇ ଯାଇଥିଲେ । ୨୦୦୬…

ମେ ୪ରୁ ସିବିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର- ମେ ୪ରୁ ସିବିଏସ୍‌ଇ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ ଘୋଷଣା କରିଛନ୍ତି । କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍ଇ) ଦ୍ବାରା ପରିଚାଳିତ ଦଶମ ଓ ଦ୍ବାଦଶ ଶ୍ରେଣୀ ଥିଓରି ପରୀକ୍ଷା ୨୦୨୧ ମେ’ ୪ରୁ ଆରମ୍ଭ ହେବ।…

ଭାରତରେ ବ୍ୟାପୁଛି ନୂଆ ଭୁତାଣୁ, ୨୫ ସଂକ୍ରମିତ

ଭୁବନେଶ୍ୱର- ଦେଶରେ ବ୍ୟାପିବାରେ ଲାଗିଛି ନୂଆ ପ୍ରଜାତିିର ଭୂତାଣୁ । ଏଯାବତ୍ ସଂକ୍ରମିତଙ୍କ ସଂଖ୍ୟା ୨୫ରେ ପହଂଚିଲାଣି । ୫ଟି ନୂଆ ମାମଲା ମଧ୍ୟରୁ ୪ଟି ଏନ୍‌ଆଇଭି ପୁନେରୁ ଚିହ୍ନଟ ହୋଇଥିବା ବେଳେ ଅନ୍ୟଏକ ମାମଲା ଆଇଜିଆଇବି ଦିଲ୍ଲୀରୁ ଚିହ୍ନଟ ହୋଇଛି । ଆ ଭୂତାଣୁ ସଂକ୍ରମିତ ହୋଇଥିବା ସମସ୍ତ…

ରାଜ୍ୟବାସୀଙ୍କୁ ନୂଆବର୍ଷ ଶୁଭେଚ୍ଛା

ଭୁବନେଶ୍ୱର- ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ । ନିଜର ଶୁଭେଚ୍ଛାବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କାମନା କରିଛନ୍ତି । ଏହାଛଡା ରାଜ୍ୟକୁ ଦେଶରେ ଶ୍ରେଷ୍ଠ ରାଜ୍ୟ ଭାବେ…

ଦାୟିତ୍ୱ ଗ୍ରହଣ କଲେ ସୁରେଶ

ଭୁବନେଶ୍ୱର- ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ମହାପାତ୍ର । ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି ଯାଏ ସେ ଏହି ପଦବିରେ କାର‌୍ୟ୍ୟ କରିବେ…