ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ
ନୂଆଦିଲ୍ଲୀ: ଦେଶରେ ଦିନକରେ ୧୨ ହଜାର ୮୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୪୩ ଲକ୍ଷ ୨୧ ହଜାର ୨୫କୁ ବୃଦ୍ଧି ପାଇଛି। ସେହି ସମୟ ମଧ୍ୟରେ ୪୬୨ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ!-->…