ପୁରୀ ଜିଲ୍ଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା ଘୋଷଣା
ଭୁବନେଶ୍ୱର : ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲ୍ଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ବିଷୟ ଘୋଷଣା କରିଛନ୍ତି। ଜିଲ୍ଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ 33.03କୋଟି ଟଙ୍କା ପାଇବେ । ଏହି!-->…