ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଦର
ଭୁବନେଶ୍ୱର: ତେଲ ଦରରେ ଲାଗୁନି ବ୍ରେକ୍ । ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ଲଗାତର ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ପୁଣି ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି । । ଫଳରେ!-->…