Odia News Portal
Yearly Archives

2021

ବନ୍ଧାହେଲେ ଦୁଇ ଠକ ଆଇଏଏସ ଅଫିସର

ଭୁବନେଶ୍ୱର: ନିଜକୁ ଆଇଏଏସ ଅଫିସର କହି ଠକୁଥିବା ଦୁଇ ଠକଙ୍କୁ ଭୁବନେଶ୍ୱର ଓ କଟକରୁ ଗିରଫ କରାଯାଇଛି । କ୍ରାଇମବ୍ରାଂଚ ଅର୍ଥନୈତିକ ଅପରାଧ ଶାଖା –ଇଓଡବ୍ଲ୍ୟୁ ଦୁଇ ନକଲି ଆଇଏଏସଙ୍କୁ ଗିରଫ କରିଛି । ସେମାନେ ହେଲେ ସୂର୍ୟ୍ୟମଣି ତ୍ରିପାଠୀ ଓ ଅମିତ କୁମାର । ଠିକାଦାରୀ ଦେବା ନାଁରେ ଦୁହେଁ ୧

ଏବେଠୁ ଏତେ, ଆଗକୁ କେତେ?

ଭୁବନେଶ୍ୱର: କାର୍ତ୍ତିକ ମାସ ଆରମ୍ଭରୁ ପରିବା ଦର ଆକାଶ ଛୁଅାଁ ହେଲାଣି । ଯେଉଁ ପରିବା ଧରିବ ହାଇଚାର୍ଜ ରେଟ୍ । ଗ୍ରାହାକମାନେ ପରିବା ରେଟ୍ ଶୁଣି ଛାନିଅାଁ ହେଉଛନ୍ତି । ତେବେ ପରିବା ଦର ବୃଦ୍ଧିକୁ ନେଇ ଏବେ ଖଟି ଚର୍ଚ୍ଚା । ଦର କେବେ କମିବ ଆଉ କେତେଦିନ ଏମିତି ବଢ଼ିବ ତାକୁ ନେଇ ଚର୍ଚ୍ଚା

ଶିଶୁ ଭବନ ଛକରେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର: ମମିତା ମେହେରଙ୍କ ହତ୍ୟାକୁ ନେଇ ଏବେ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଛି । ବିଜେପି ପରେ କଂଗ୍ରେସ ପକ୍ଷରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆଜି ନବୀନ ନିବାସ ଘେରିବା ଲାଗି ଯାଉଥିବାବେଳେ ଶିଶୁ ଭବନ ଛକ ନିକଟରେ ପୋଲିସ କର୍ମୀ କଂଗ୍ରସ କର୍ମକର୍ତ୍ତାଙ୍କୁ ଅଟକାଇଥିଲେ

ବିଜେଡି ମୁହାଁ ବିରୋଧୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି । ଶତାଧିକ ବିରୋଧୀ ଦଳ ଛାଡ଼ି ବିଜେଡିରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିକୁ ଛୁଟୁଛନ୍ତି ବିରୋଧୀ ନେତୃ ମଣ୍ଡଳୀ । ବିଜେଡିର ମିଶ୍ରଣ ପର୍ବ। ଶ୍ରମିକ

ଆସନ୍ତାକାଲି ଭାରତ ଲାଗି ଅଗ୍ନିପରୀକ୍ଷା

ଦୁବାଇ: ଟି-୨୦ ବିଶ୍ୱକପରେ ପ୍ରଥମ ମ୍ୟାଚ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନଠାରୁ ଭାରତ ହାରିବା ଏବେ ଏବେ ସେମିରେ ପହଞ୍ଚିବାକୁ ନେଇ ଚାରିଆଡ଼େ ଚର୍ଚ୍ଚା ହେଉଛି । ତେବେ ଭାରତ ଲାଗି ବିଶ୍ୱକପର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ଆସନ୍ତାକାଲି ହେବାକୁ ଯାଉଛି । ଆସନ୍ତାକାଲି ଭାରତ ଓ

ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ମମିତା ହତ୍ୟା ମାମଲା ଓ ମନ୍ତ୍ରୀଙ୍କ ବିବୃତି ନେଇ ବିଜେଡି ପ୍ରତିକ୍ରିୟା ରଖିଛି । ବିରୋଧୀ ଘଟଣାର ରାଜନୀତିକରଣ କରୁଛନ୍ତି ବୋଲି କହିଛନ୍ତି ପ୍ରତାପ ଜେନା । ମନ୍ତ୍ରୀ କହିଛନ୍ତି ଯଦି କିଛି ତଥ୍ୟ ଅଛି କୋର୍ଟ, ପୋଲିସରେ ଦିଅନ୍ତୁ । ସେମାନେ ସେଥିରେ ସନ୍ତୁଷ୍ଟ ନୁହଁନ୍ତି ।

ଆସନ୍ତାକାଲି ରାଜଭବନ ସମ୍ମୁଖରେ ଧାରଣା ଦେବ ବିଜେଡି

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ିଚାଲିଛି ତୈଳ ଦର । ତେବେ କେବଳ ତୈଳ ଦର କାହିଁକି ଅନ୍ୟ ସାମଗ୍ରୀ ମଧ୍ୟ ଅହେତୁକ ଭାବେ ବଢ଼ିବାରେ ଲାଗିଛି । ଯାହାକି ସିଧା ସଳଖ ମଧ୍ୟବିତ୍ତଙ୍କ ଉପରେ ପଡ଼ୁଛି ପ୍ରଭାବ । ହାଣ୍ଡିଶାଳରେ ଏବେ ମହଙ୍ଗା ମାଡ଼ ହୋଇଛି । ତେବେ ବାରମ୍ବାର ପ୍ରତିବାଦ ସତ୍ତେ୍ୱ ଏଦିଗରେ

ବିଜେପି ସରକାରର ଆର୍ଥିକ ପରିଚାଳନା ଠିକ ଭାବେ ହେଉନି: ବିଜେଡି

ଭୁବନେଶ୍ୱର: ବିଜେପି ସରକାଙ୍କ ଉପରେ ବର୍ଷିଛି ବିଜେଡି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଅହେତୁକ ଦର ବୃଦ୍ଧି ପ୍ରତିବାଦରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି । କେନ୍ଦ୍ର ସରକାରଙ୍କ ଆର୍ଥିକ ପରିଚାଳନା ଠିକ ଭାବେ ହେଉ ନଥିବା କୁହାଯାଇଛି । ଦର ବୃଦ୍ଧି ଯନ୍ତ୍ରଣାଦାୟକ,

ଆଜି ପୁଣି ବଢ଼ିଲା ତୈଳ ଦର, ଜାଣନ୍ତୁ କେଉଁଠି କେତେ ଟଙ୍କା

ନୂଆଦିଲ୍ଲୀ: ଦେଶରେ ତୈଳଦର ବେଲଗାମ ହୋଇପଡିଛି। ଆଜି କ୍ରମାଗତ ଚତୁର୍ଥ ଦିନ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଆଜି ବି ପେଟ୍ରୋଲ ଏବଂ ଡିଜେଲ ୩୫-୩୫ ପଇସା ମହଙ୍ଗା ହୋଇଛି। ଆଜି ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲ ମୂଲ୍ୟ ୧୦୮.୯୯ ଟଙ୍କାରେ ପହଞ୍ଚିଥିବା ବେଳେ ଡିଜେଲ ଲିଟର ପିଛା ମୂଲ୍ୟ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୩୧୩ ନୂଆ କରୋନା ମାମଲା ରିପୋର୍ଟ ହୋଇଛି। ଏହି ସମୟ ମଧ୍ୟରେ ୧୩,୫୪୩ ରୋଗୀ କରୋନାରୁ ସୁସ୍ଥ ହୋଇଛନ୍ତି। ଦେଶର କରୋନାରୁ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩.୩୬ କୋଟି ଅତିକ୍ରମ କରିଛି। ସୁସ୍ଥ ହାର ୯୮.୧୯ ପ୍ରତିଶତକୁ ବୃଦ୍ଧି ପାଇଛି | କେରଳରେ