ଦଶହରାରେ ଭିଜିବ ଓଡ଼ିଶା
ଚଳିତ ବର୍ଷ ଦୁର୍ଗା ପୂଜାର ମାହୋଲ ଟିକେ ଫିକା ପଡ଼ିବାର ସମ୍ଭାବନା ରହିଛି । କାରଣ ଏଥର ଦଶହରାରେ ଭିଜିବ ଓଡ଼ିଶା । ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଆସନ୍ତା ଅକ୍ଟୋବର ୨ ରେ ଉତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ଯୋଗୁ!-->…