ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଓଡିଶା ହାଇକୋର୍ଟ। ୨୦ ଲକ୍ଷ ଟଙ୍କା ଜମା ଦେଇ ଯାଇ ପାରିବେ ଜାମିନରେ। ଏହା ସହିତ ଅନ୍ୟାନ୍ୟ ସର୍ତ୍ତ ଲଗାଇଛନ୍ତି ହାଇକୋର୍ଟ। ଏହି ମାମଲା ମଧ୍ୟସ୍ଥତା କେନ୍ଦ୍ରରେ ଆପୋଷ ସମାଧାନ ପାଇଁ!-->…