ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି
ଗୁରୁତର ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ଜୟପୁରରୁ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ତାଙ୍କୁ କଟକ ଅଣାଯାଇଛି। ଆଇସିୟୁରେ କମଳାଙ୍କ ଚିକିତ୍ସା ଜାରି ରହିଛି । ମାସକ ତଳେ ଅସୁସ୍ଥ ହୋଇ ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି!-->…