ଆଜି ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର ପୂର୍ବ ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଅବପାତ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି(ଶୁକ୍ରବାର) ରାଜ୍ୟର!-->…
