ଚାଷୀଙ୍କଠାରୁ ଲାଞ୍ଚ ନେବାବେଳେ ଧରାପଡ଼ିଲେ
ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଲ୍ୟାମ୍ପସର ପରିଚାଳନା ନିର୍ଦ୍ଦେଶକ | କୋରାପୁଟ ଜିଲ୍ଲାର ବନ୍ଧୁଗାଁ-ଆଲମଣ୍ଡାର ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଆର. ରାମକୃଷ୍ଣ ଜଣେ ଚାଷୀଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ତାଙ୍କୁ ମାଡ଼ି!-->…
