ଛତ୍ରପୁର କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
କସ୍ତୁରଵା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟରେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ମୃତ ଛାତ୍ରୀଜଣକ ହେଲେ ଛତ୍ରପୁର ଥାନା ଅନ୍ତର୍ଗତ ତରେଇପାଟପୁରର କୈଳାଶ ଚନ୍ଦ୍ର ବେହେରାଙ୍କ ଝିଅ ରୋଜା ବେହେରା (୧୫)। ସେ ସ୍କୁଲ ହଷ୍ଟେଲରେ ରହି ପଢୁଥିଲେ। ରବିବାର ଭୋରରେ ସେ ଅଚାନକ ବାନ୍ତି!-->…