କରଞ୍ଜିଆ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଲୋକାର୍ପିତ ଦେଓ ଜଳସେଚନ ପ୍ରକଳ୍ପର ଲୋକାର୍ପଣ କରିବେ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଉପଖଣ୍ଡର ଦେଓ ପ୍ରକଳ୍ପକୁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ । ଜିଲ୍ଲାର ଅର୍ଥନୀତିକୁ ସୁଦୃଢ କରିବାରକୁ ବିଜୁ!-->…
