ରାଜ୍ୟରେ ୧୦ ଯାଏ ପ୍ରବଳ ବର୍ଷା
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୨ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୦ଟି ଜିଲ୍ଲା ୟେଲୋ ଓ୍ୱାର୍ଣ୍ଣିଂ ଜାରି!-->…
