ତ୍ୱଚା ପାଇଁ ବରଦାନ ହୋଇଥାଏ ମଲ୍ଲୀ ଫୁଲ
ମଲ୍ଲୀ ଫୁଲରେ ଭରୁପୁର ମାତ୍ରାରେ ମଶ୍ଚରାଇଜିଙ୍ଗ୍ ଗୁଣ ବି ରହିଛି। ଯାହା ସ୍କିନ୍ ପାଇଁ ଅତ୍ୟନ୍ତ ଲାଭଦାୟୀ ଅଟେ। ଏହାକୁ କିପରି ବ୍ୟବହାର କଲେ ଆପଣଙ୍କ ତ୍ବଚା ଏହି ଲାଭ ପାଇପାରିବ, ଆସନ୍ତୁ ଜାଣିବା।
ଚିକ୍କଣ ଚର୍ମ: ମଲ୍ଲୀ ଫୁଲ ପ୍ୟୁରି ପ୍ୟୁରୀ ବା ମିଶ୍ରଣକୁ ନିଜ ମୁହଁରେ ଲଗାନ୍ତୁ ।!-->!-->!-->…
