ଲାଞ୍ଚ ନେବାବେଳେ ଧରାପଡିଲେ ଆୟୁଷ ଡାକ୍ତର
ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ବ୍ଲକ ଗୋଏରବାହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ଅଟୋ ଦୁର୍ଘଟଣା ଲୁଚାଇବାକୁ ସୁଲେମାନ ନାମକ ଜଣେ ବ୍ୟକ୍ତିଙ୍କଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ!-->…
