Odia News Portal
Yearly Archives

2022

ଗୃହରେ ଉଠିଲା ମଧ୍ୟାହ୍ନ ଭୋଜନ ଦୁର୍ନୀତି ପ୍ରସଙ୍ଗ

ବିଧାନସଭାରେ ଉଠିଲା ମଧ୍ୟାହ୍ନ ଭୋଜନ ଦୁର୍ନୀତି ପ୍ରସଙ୍ଗ । ପ୍ରସଙ୍ଗ ଉଠାଇଲେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ । ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ପ୍ରସଙ୍ଗ ଉଠାଇଲେ । ଜୟପୁର କଂଗ୍ରେସ ବିଧାୟକ ତାରା ବାହିନୀପତି ବି ପ୍ରସଙ୍ଗ ଉଠାଇଲେ । ଜୟପୁରର ବିଭିନ୍ନ ସ୍କୁଲରେ ଦୁର୍ନୀତି ଅଭିଯୋଗ

କୋଭିଡ ନେଇ ଅଯଥା ଆତଙ୍କିତ ହେବାର ନାହିଁ: ବିଜୟ ମହାପାତ୍ର

ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି, କୋଭିଡ ଏବେ ରାଇଜିଂ ଟ୍ରେଣ୍ଡରେ ଅଛି। ପଜିଟିଭ୍‌ ସଂଖ୍ୟା ବଢ଼ୁଛି। ଏହା କେବେ କମିବ କହି ହେବନି। ସଂକ୍ରମଣର ଯେଉଁ ବୃଦ୍ଧି ହେଉଛି, ତାହା ଉଦବେଗଜନକ ନାହିଁ । ତେଣୁ

ରାନିଲ ବିକ୍ରମାସିଂଘେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

ଛ’ ଥରର ପୂର୍ବତନ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମାସିଂଘେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାନିଲ ୱିକ୍ରେମେସିଙ୍ଗେଙ୍କୁ ୧୩୪ ଭୋଟ୍ ମିଳିଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଡାଲାସ୍ ଆଲାପେରୁମା ୮୨ ଭୋଟ୍ ପାଇଛନ୍ତି। ପ୍ରଥମ ଥରପାଇଁ ଦେଶରେ ରାଷ୍ଟ୍ରପତି

ରାଉରକେଲା ଏନଆଇଟିରେ ଭୟଙ୍କର ଅଗ୍ନିକାଣ୍ଡ

ରାଉରକେଲା ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ବା ଏନଆଇଟି ଇଲେକ୍ଟ୍ରିକାଲ ବିଭାଗରେ ହୋଇଛି ଭୟଙ୍କର ଅଗ୍ନିକାଣ୍ଡ । ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଏହି ଅଗ୍ନିକାଣ୍ଡରେ କମ୍ପ୍ୟୁଟର ସମେତ ଏକାଧିକ ସାମଗ୍ରୀ ପୋଡି ନଷ୍ଟ ହୋଇଥିବା ସୂଚନା ମିଳିଛି

ଏବେ ଭୁବନେଶ୍ୱରରେ ହେବ ନାଇଟ୍ ସ୍ୱପିଂ ବା ରାତ୍ରି ସଫେଇ

ପ୍ରତିଦିନ ରାତିରେ ସଫା ହେବ ସହରର ଗଳିକନ୍ଦି। ସଂଧ୍ୟା ୭ଟାରୁ ରାତି ୧ଟା ଯାଏ ସହରର ଗଳି କନ୍ଦିରୁ ନେଇ ମୁଖ୍ୟ ରାସ୍ତା ପର୍ଯ୍ୟନ୍ତ ସଫେଇ ଚାଲିବ । ଏହି ଢାଞ୍ଚାକୁ ଭୁବନେଶ୍ୱରରେ ପରୀକ୍ଷାମୂଳକ ଭାବେ ଆରମ୍ଭ କରାଯାଇଛି । ବିଏମ୍‌ସିର ଯୋଜନା ଅନୁଯାୟୀ ଏବେ ପ୍ରତି ଅଞ୍ଚଳରେ ସକାଳେ ସଫେଇ

ଲାଞ୍ଚ ନେଇ ଗିରଫ ହେଲେ ଡାକ୍ତର

ଢେଙ୍କାନାଳ ମୁଖ୍ୟ ହସ୍ପିଟାଲର ମେଡିସିନ ସ୍ପେସିଆଲିଷ୍ଟ ଡାକ୍ତର ଉମାକାନ୍ତ ଖେଜୁରିଆଙ୍କୁ ଗିରଫ କରିଛି ଭିଜିଲାନ୍ସ । LIC ଡେଥ୍‌ କ୍ଲେମ୍‌ କେସ ବାବଦରେ ଫର୍ମ ଦସ୍ତଖତ କରାଇଦେବା ପାଇଁ ୧୧ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରାପଡ଼ିଥିଲେ । ସବୁଠୁ ବଡ଼ କଥା ହେଲା ଏବେ ସାମ୍ନାକୁ ଆସିଛି

ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବଡ଼ ଅଭିଯୋଗ ଆଣିଲା କଂଗ୍ରେସ

ଦେଶର ୧୫ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ୧୮ ଜୁଲାଇରେ ଭୋଟ୍ ଗ୍ରହଣ ସରିଛି। ଆସନ୍ତାକାଲି ଫଳାଫଳ ଘୋଷଣା ହେବ । ଯଦି ଭୋଟ୍ ମୂଲ୍ୟ ଆକଳନ କରାଯାଏ, ତେବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ସୁନିଶ୍ଚିତ ବୋଲି କୁହାଯାଇପାରିବ। ଇତି ମଧ୍ୟରେ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ କଂଗ୍ରେସ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଅପରାହ୍ନ ୫ରୁ ରାତି ୧୦ ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ

ରାଜ୍ୟରେ ୧୧ ଶହ ଟପିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟରେ ପୁଣି ବଢ଼ିଛି ଦୈନିକ କୋରୋନା ସଂକ୍ରମଣ। ୧୧ ଶହ ଟପିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୧ ହଜାର ୧୨୨ । ନୂଆ ସଂକ୍ରମିତଙ୍କ ମଧ୍ୟରେ ଅଛନ୍ତି ୧୮ ବର୍ଷରୁ କମ ବୟସର ୧୬୪ ଜଣ । ସଙ୍ଗରୋଧରୁ ୬୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୬୪ ଆକ୍ରାନ୍ତ ଚିହ୍ନଟ

ମହିଳା ସବ୍‌-ଇନ୍‌ସ୍‌ପେକ୍ଟର୍‌ଙ୍କ ଉପରେ ଭ୍ୟାନ୍‌ ଚଢ଼ାଇ ହତ୍ୟା ଅଭିଯୋଗ

ହରିୟାଣାରେ ଜଣେ ଡିଏସପିଙ୍କୁ ଡମ୍ପର ଚଢ଼ାଇ ହତ୍ୟାର ଦିନକ ପରେ ଝାଡଖଣ୍ଡରେ ମଧ୍ୟ ଏଭଳି ଘଟଣା ସାମ୍ନାକୁ ଆସିଛି । ଝାଡ଼ଖଣ୍ଡ ରାଞ୍ଚି ଜିଲ୍ଲାରେ ଜଣେ ମହିଳା ଇନ୍ସପେକ୍ଟରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଛି । ଚେକିଂ ବେଳେ ମହିଳା ଇନ୍ସପେକ୍ଟର ସାନ୍ଧ୍ୟା ଟପ୍ନୋଙ୍କୁ ପିକଅପ୍ ଭ୍ୟାନ୍ ମଡାଇ