ମାଲକାନଗିରି ଜିଲ୍ଲା ମୋଟୁରେ ବନ୍ୟା ପରିସ୍ଥିତି
ଲଗାଣବର୍ଷା ଯୋଗୁ ମାଲକାନଗିରି ଜିଲ୍ଲା ମୋଟୁରେ ବନ୍ୟା ପରିସ୍ଥିତି ଗମ୍ଭୀର ରହିଛି । ଗୋଦାବରୀ ନଦୀ ଫୁଲିବା ଯୋଗୁ ମୋଟୁ ଅଞ୍ଚଳ ଜଳମଗ୍ନ ହୋଇଛି। ଗୋଦାବରୀରର ପଛୁଆ ପାଣି ମାଲକାନଗିରି ଦେଇ ପ୍ରବାହିତ ସିଲେରୁ ଓ ସାବେରୀ ନଦୀରେ ପ୍ରବେଶ କରିବା ଦ୍ୱାରା ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ନୂଆ!-->…
