ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ
ରାଜ୍ୟରେ କରୋନା ଭାଇରସ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଦୈନିକ କରୋନା ସଂକ୍ରମଣ ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୧୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୨୧୨ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୩୦୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ!-->…
