ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା
ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ନେଇ ବିଜେପିର ନିଲମ୍ବିତ ମୁଖପାତ୍ର ନୂପୁର ଶର୍ମାଙ୍କୁ ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି। ନୂପୁର ଶର୍ମାଙ୍କ ମନ୍ତବ୍ୟ ପାଇଁ ଦେଶ ଆଜି ଜଳୁଛି ବୋଲି କୋର୍ଟ କହିଛନ୍ତି । ତାଙ୍କ ବିରୋଧରେ ଦେଶର ବିଭିନ୍ନ ସ୍ଥାନରେ ରୁଜୁ ହୋଇଥିବା ମାମଲା!-->…
