ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି
ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଆଜି ଅଣବସରରେ ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯିବ ।
ମହାପ୍ରଭୁଙ୍କୁ ଲାଗି!-->!-->!-->…
