ପରକୀୟା ପ୍ରୀତିରୁ ହତ୍ୟା
ବାରଙ୍ଗ ଗୋପାଳ ନାୟକ ହତ୍ୟାକାଣ୍ଡ ମାମଲାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ଗୋପାଳଙ୍କୁ ହତ୍ୟା ଅଭିଯୋଗରେ ତାଙ୍କର ପତ୍ନୀ ଝୁମୁରି ନାୟକ ଓ ପତ୍ନୀଙ୍କ ପୁରୁଷ ବନ୍ଧୁ ଜଗନ୍ନାଥ ଜେନାଙ୍କୁ ଗିରଫ କରିଛି ପୋଲିସ । ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏହି ହତ୍ୟା ହୋଇଥିବା ପୋଲିସ ପକ୍ଷରୁ!-->…
