ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
ମନ୍ତ୍ରୀମଣ୍ଡଳ ଗଠନ ପରେ ବାଦ୍ ପଡିଚନ୍ତି ଅନେକ ମନ୍ତ୍ରୀ । ତେବେ ବାଦ୍ ପଡ଼ିଥିବା ମନ୍ତ୍ରୀ ଆଜି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ବିଦାୟୀ ମନ୍ତ୍ରୀମାନଙ୍କ ଭିତରୁ ବିକ୍ରମ କେଶରୀ ଆରୁଖଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତ ବିଦାୟୀ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ!-->…
