ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ
ପ୍ରଚାର ମଇଦାନକୁ ଓହ୍ଲାଇବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବ୍ରଜରାଜନଗର ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡାଙ୍କ ପାଇଁ ପ୍ରଚାର କରିବେ ଧର୍ମେନ୍ଦ୍ର ପ୍ରଧାନ ।
ତେବେ ଆସନ୍ତା ୩୧ ତାରିଖରେ ବ୍ରଜରାଜନଗରରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଜୋରସାରରେ ଚାଲିଛି!-->!-->!-->…
