ଏଥର ଭକ୍ତ ଦେଖିବେ ସ୍ନାନଯାତ୍ରା
ଚଳିତ ବର୍ଷ ଭକ୍ତଙ୍କ ଗହଣରେ ହେବ ଶ୍ରୀଜିଉଙ୍କ ସ୍ନାନଯାତ୍ରା। ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ ଉପରକୁ ଯାଇ ଭକ୍ତ କରିପାରିବେ ଦର୍ଶନ। ତେବେ ସ୍ନାନ ବେଦିରେ ଶ୍ରୀବିଗ୍ରହମାନଙ୍କୁ ସ୍ପର୍ଶ କରିପାରିବେ ନାହିଁ ଭକ୍ତ । ଦଇତାପତି ନିଯୋଗ ସହ ଆଲୋଚନା ପରେ!-->…
