ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ
ନିୟମିତ କରିବା ଦାବିରେ ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ । ତେବେ ରାଜ୍ୟର ୪ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି । ସଂଘ କହିବାନୁସାରେ,!-->…
