ମୁଣ୍ଡକା ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ କେଜ୍ରିୱାଲ
ଦିଲ୍ଲୀର ମୁଣ୍ଡକାଠାରେ ଘଟିଥିବା ଭୟଙ୍କର ଅଗ୍ନିକାଣ୍ଡର ଦିନକ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଶନିବାର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ସମୟରେ ସେ ଅଧିକାରୀଙ୍କ ସହ ସ୍ଥିତି ଅନୁଧ୍ୟାନ କରିଥିଲେ।
ମୁଖ୍ୟମନ୍ତ୍ରୀ ଅରବିନ୍ଦ!-->!-->!-->…
