ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା
ବଦଳିବ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନକ୍ସା । ୧୦୦ ମିଟର ପରିଧି ବାହାରେ ନିର୍ମାଣ କରାଯିବ ଶ୍ରୀ ଜଗନ୍ନାଥ ଅଭ୍ୟର୍ଥନା ପ୍ରକୋଷ୍ଠ । ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ ସଂସ୍ଥା ମହାନିର୍ଦ୍ଦେଶିକାଙ୍କ ପରାମର୍ଶକୁ ଗ୍ରହଣ କରିଛି ମନ୍ଦିର ପ୍ରଶାସନ ।
ଶ୍ରୀମନ୍ଦିର ପରିଚାଳନା!-->!-->!-->…
