ସ୍ଥଳଭାଗ ଛୁଇଁବନି ବାତ୍ୟା
ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ନାହିଁ । ଆଜି ସଂଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ ଲଘୁଚାପ । ସଂଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବା ପରେ କାଲି ଅବପାତଟି ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୧୦ ସଂଧ୍ୟା ପର୍ଯ୍ୟନ୍ତ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୧୦!-->…
