ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ
ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ମଧ୍ୟରେ ବା 6 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ!-->…
