ଆଜି ରାଜ୍ୟର ୨୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା
ରାଜ୍ୟର ୨୦ଟି ଜିଲ୍ଲାରେ ଆଜି କାଳବୈଶାଖୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା,!-->…
