Odia News Portal
Yearly Archives

2022

ମିସେସ୍ ଇଣ୍ଡିଆ ମୁକୁଟ ପିନ୍ଧିଲେ ସୋଆର ପୁରାତନ ଛାତ୍ରୀ ରୁପ୍ସା

ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ରୂପସା ନାୟକ ମିସେସ୍ ଇଣ୍ଡିଆ କ୍ରାଉନ୍ ହାସଲ କରି ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି।ମୁମ୍ବାଇ ଠାରେ ଗ୍ଲାମର ୱାର୍ଲ୍ଡ ପକ୍ଷରୁ ନିକଟରେ ଆୟୋଜିତ ମିସେସ୍ ଇଣ୍ଡିଆ ପ୍ରତିଯୋଗିତାରେ ରୂପସା ବିଜୟୀ ହୋଇଛନ୍ତି। ସୋଆ

ଆଗକୁ ୫୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୀଷଣ ଗରମରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ୟୁପି, ଦିଲ୍ଲୀ, ବିହାର ହରିୟାଣା, ରାଜସ୍ଥାନ ସମେତ ବିଭିନ୍ନ ରାଜ୍ୟରେ ତାପମାତ୍ରା ଲଗାତାର ବୃଦ୍ଧି ପାଇବାରେ ଲାଗିଛି । ଏହି ସମୟରେ ପାଣିପାଗ ବିଭାଗର ଭବିଷ୍ୟବାଣୀ ସମସ୍ତଙ୍କ ଚିନ୍ତା ବଢାଇଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ମେଁ

ବଢିପାରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛୁଟି ଅବଧି

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୯ଟା ହେବା ବେଳକୁ ଘରୁ ବାହାରି ହେଉନି। ଡହ ଡହ ଖରାରେ ଜନଜୀବନ ଅସ୍ତବ୍ୟବସ୍ତ ହୋଇପଡ଼ୁଛି । ଏହାକୁ ଦୃଷ୍ଟିରେ ରଖି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟର ଛୁଟି ଅବଧି ବଢିପାରେ ବୋଲି ଜଣାପଡ଼ିଛି । ଏ ନେଇ ବିଚାରବିମର୍ଷ ଚାଲିଛି ବୋଲି କହିଛନ୍ତି

ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ

ରାଜଧାନୀରେ ପୁଣି ଏକ ହତ୍ୟାକାଣ୍ଡ । ଭୁବନେଶ୍ୱରରେ ପୁଣି ସ୍ୱାମୀ ସାଜିଲା ସଇତାନ । ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ । ହତ୍ୟା ପରେ ଆତ୍ମହତ୍ୟା ରୂପ ଦେଇଥିଲା ହତ୍ୟାକାରୀ ସ୍ୱାମୀ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ସହିଦନଗର ଥାନା ବାସୁଆଘାଇ ଅଞ୍ଚଳରେ । ମୃତକ ହେଲେ ଲିଲତି ଦାଶ ।

ଓଡିଶାରେ କୋଇଲା ସଂକଟ ନାହିଁ:ମୁଖ୍ୟ ଶାସନ ସଚିବ

ଅନ୍ୟ ରାଜ୍ୟ ତୁଳନାରେ ଓଡିଶାରେ କୋଇଲା ସଙ୍କଟ ନାହିଁ । କିଛି ଦିନ ତଳେ ଓଡିଶାର ପାଓ୍ୱାର ଜେନେରେସନ୍‌ ନେଇ ସମୀକ୍ଷା ହୋଇଥିଲା ବୋଲି କହିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଅନ୍ୟ ରାଜ୍ୟରେ ଯେପରି ୧୦ରୁ ୧୨ ଘଣ୍ଟା ବିଜୁଳି କାଟ ହେଉଛି ବା

ଦିଲ୍ଲୀର ବିଜ୍ଞାନ ଭବନରେ ସାରା ରାଜ୍ୟର ମୁଖ୍ୟମନ୍ତ୍ରୀ

ଡିଜିଟାଲ ଇଣ୍ଡିଆ ମିଶନ ଅଧିନରେ ନ୍ୟାୟପାଳିକା ବ୍ୟବସ୍ଥାରେ ଟେକ୍ନୋଲୋଜିର ବିକାଶ ପାଇଁ ଭାରତ ସରକାର ଗୁରୁତ୍ୱ ଦେଉଛନ୍ତି । ନ୍ୟାୟ ବ୍ୟବସ୍ଥାର ଉନ୍ନତି ପାଇଁ ଆମେ ପୁରା ଚେଷ୍ଟା ଚଳେଇଛୁ । ଭତ୍ତିଭୂମିର ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ।

ଓଡିଶା ଆଡକୁ ମାଡି ଆସୁଛି କି ବାତ୍ୟା

ଦାନା ବାନ୍ଧୁଛି ବାତ୍ୟା । ମେ ୧୦ ତାରିଖ ବେଳକୁ ଆସିପାରେ ସମ୍ଭାବ୍ୟ ବାତ୍ୟା । ଏହି ଖରା ଦିନିଆ ସମ୍ଭାବ୍ୟ ବାତ୍ୟା ଆଶଙ୍କା ଚିନ୍ତା ବଢାଇଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ଭିନ୍ନ ଭିନ୍ନ ଆକଳନ କରିଛନ୍ତି ବିଭିନ୍ନ ପାଣିପାଗ ସଂସ୍ଥାର ମଡେଲ । ଅଧିକାଂଶ ମଡେଲଙ୍କ କହିବାନୁସାରେ, ସମ୍ଭାବ୍ୟ

ସ୍କୁଲ ବାରଣ୍ଡାରେ ଝୁଲି ପଡିଲେ ପ୍ରେମୀଯୁଗଳ

ସ୍କୁଲ ବାରଣ୍ଡାରେ ଝୁଲୁଛି ପ୍ରେମୀ ଯୁଗଳଙ୍କୁ ମୃତ ଦେହ | କଟକ ସଦର ଥାନା ଅନ୍ତର୍ଗତ ଶଂଖତରାସ ହାଇସ୍କୁଲ ବାରଣ୍ଡାରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ | ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବେକରେ ରଶି ଲଗାଇ ସେମାନେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ

ଦିଲ୍ଲୀରେ ଆଜି ମୁଖ୍ୟମନ୍ତ୍ରୀ-ହାଇକୋର୍ଟ ବିଚାରପତିଙ୍କ ସମ୍ମିଳନୀ: ଯୋଗଦେବେ ନବୀନ

ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ସମ୍ମିଳନୀ। ଏଥିରେ ଯୋଗ ଦେବା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀରେ ପହଞ୍ଚିଛନ୍ତି। ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‌ଘାଟନ କରିବେ। ଏହି

ଦ୍ୱିତୀୟ ବିବାହ କରିବେ କରିସ୍ମା କପୁର

ନିକଟରେ ଅଭିନେତ୍ରୀ କରିସ୍ମା କପୁର ଇନଷ୍ଟାଗ୍ରାମରେ ‘ଆସ୍କ ମି ଏନିଥିଙ୍ଗ୍’ ସେସନ୍ ରଖିଥିଲେ। ଏହି ସମୟରେ ଫ୍ୟାନ୍ସ ତାଙ୍କୁ ଅନେକ ଫନି ଏବଂ ପର୍ସନାଲ୍ ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତର ବି ଅଭିନେତ୍ରୀ ଦେଇଥିଲେ। ଲୋକମାନେ ଅଭିନେତ୍ରୀଙ୍କୁ ତାଙ୍କର ପ୍ରିୟ ଖାଦ୍ୟ, ପ୍ରିୟ ଷ୍ଟାର, ପ୍ରିୟ