ଆସନ୍ତକାଲି ଠାରୁ ଆରମ୍ଭ ଯୁକ୍ତ ଦୁଇ ପରୀକ୍ଷା
ଆସନ୍ତକାଲିଠୁ ଯୁକ୍ତ ଦୁଇ ପରୀକ୍ଷା । ଉଚ୍ଚ ଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ହୋଇଛି | କପି ରୋକିବା ଲାଗି ଗଠନ ହୋଇଛି ସ୍କୁୱାର୍ଡ଼ ଏବଂ ପରୀକ୍ଷା କେନ୍ଦ୍ରରେ ଲାଗିଛି ସିସିଟିଭି । ସମସ୍ତ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୨ଟା ପର୍ଯ୍ୟନ୍ତ ଚାଲିବ । ଏପ୍ରିଲ୍ ୨୮!-->…
