‘ଉଡ୍ର’ ତରଫରୁ ବସ୍ତ୍ର ଓ ଛତା ବଂଟନ
ଆଜି ଅପରାହ୍ନ ଘ.୩.୩୦ ମିନିଟ୍ ସମୟରେ ଭୁବନେଶ୍ୱର ମହାନଗର ନିଗମର ୩୪ ନମ୍ବର ୱାର୍ଡରେ ଅବସ୍ଥିତ ସତ୍ୟନଗର ଡେଭଲପ୍ମେଂଟ୍ ଓ କଲଚରାଲ୍ ସୋସାଇଟି (ସତ୍ୟନଗର ହୋମ୍ ଟାଉନ୍ ପାଖ)ରେ ବଂଟନ କରାଯାଇଥିଲା । “ଥିଲେ ଦିଅ, ନଥିଲେ ନିଅ” କାର୍ୟ୍ୟକ୍ରମ ମାଧ୍ୟମରେ ସଂଗ୍ରହ କରାଯାଇଥିବା ପୁରୁଣା, ନୂତନ!-->…
