ମେ ମାସରେ ଖରା ଛୁଟି ପାଇଁ ସ୍ଥିତି ଦେଖି ନିଷ୍ପତ୍ତି ନିଆଯିବ- ସମୀର ଦାଶ
ଜୁନ ବଦଳରେ ମେ ମାସରେ ଖରା ଛୁଟି କରିବାକୁ ବିଭିନ୍ନ ମହଲରୁ ପ୍ରସ୍ତାବ ଆସିଲାଣି । ପରିସ୍ଥିତି ଯଦି ସେମିତି ଆସେ ତାହାଲେ ବିଭାଗ ସେନେଇ ବିଚାର କରିବ। କିନ୍ତୁ ଏବେ ସେନେଇ କୌଣସି ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାଶ।
ସେ ଆହୁରୀ ମଧ୍ୟ!-->!-->!-->…
