ଆଜି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା
ଆଜି ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ସହ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ!-->…
