ଚୀନ୍ ସହ ୫ ଦେଶର ଯାତ୍ରୀଙ୍କ ପାଇଁ ଆରଟି-ପିସିଆର୍ ଟେଷ୍ଟ ବାଧ୍ୟତାମୂଳକ
ଦେଶରେ କରୋନା ସଂକ୍ରମଣର ସମ୍ଭାବ୍ୟ ବିପଦ ଦୃଷ୍ଟିରୁ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୀନ୍ ସହ ହଂକଂ, ଜାପାନ, ଦକ୍ଷିଣ କୋରିଆ, ସିଙ୍ଗାପୁର ଏବଂ ଥାଇଲ୍ୟାଣ୍ଡରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ କେନ୍ଦ୍ର ସରକାର ଆରଟି-ପିସିଆର୍ ପରୀକ୍ଷା ବାଧ୍ୟତାମୂଳକ କରିଛନ୍ତି। ଏହି ନିୟମ ଜାନୁଆରୀ!-->…