ଆଜିଠାରୁ ବିଧାନସଭାରେ ବଜେଟ ଅଧିବେଶନ
ବିଧାନସଭାର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି । ଏହା ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ୬ଟି କାର୍ଯ୍ୟଦିବସ ରହିଛି। ମାର୍ଚ୍ଚ ୩୦ ତାରିଖରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ। ମାର୍ଚ୍ଚ ୩୧ ତାରିଖରେ ଭୋଟ ଅନ୍ ଆକାଉଣ୍ଟ ସଂକ୍ରାନ୍ତୀୟ ବ୍ୟୟମଂଜୁରି ବିଲ୍!-->…
