ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନରେ ଦୁର୍ନିତୀକୁ ଦିଆଯିବ ନାହିଁ ପ୍ରଶୟ । ଭିଜିଲାନ୍ସ ଜାଲରେ ପଡୁଛନ୍ତି ଜଣଙ୍କ ପରେ ଜଣେ ଲାଞ୍ଚୁଆ ବାବୁ । ଭୁବନେଶ୍ବର ଆର୍ ଆଣ୍ଡ ବି ଡିଭିଜନର ସହକାରୀ ଯନ୍ତ୍ରୀ ଅଜୟ କୁମାର ମିଶ୍ରଙ୍କ ଘରେ ପଶିଛନ୍ତି ଭିଜିଲାନ୍ସ ଅଧିକାରୀ । ଏକକାଳୀନ ୬ଟି ସ୍ଥାନରେ!-->…
