ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା: ମହାସ୍ନାନ କଲେ ଶ୍ରୀଜିଉ, ନୀତି ସାମାନ୍ୟ ବିଳମ୍ବ
ପୁରୀ ଶ୍ରୀମନ୍ଦିରରେ ରକ୍ତଛିଟା। ଭିତରକାଠ ନିକଟରେ ରକ୍ତଛିଟା ଦେଖିବା ପରେ ଶ୍ରୀଜିଉଙ୍କର ମହାସ୍ନାନ ହୋଇଛି। ଯାହାଦ୍ବାରା ନୀତିରେ ସାମାନ୍ୟ ବିଳମ୍ବ ହୋଇଛି। ମହାସ୍ନାନ ନୀତି ସମ୍ପୂର୍ଣ୍ଣ ହେବା ପରେ ପୁଣି ସାଧାରଣ ଭକ୍ତଙ୍କୁ ଦର୍ଶନ ପାଇଁ ମନ୍ଦିର ଭିତରକୁ ଯିବାକୁ ଅନୁମତି ପ୍ରଦାନ!-->…
