Odia News Portal
Yearly Archives

2022

ୟୁକ୍ରେନ୍‌ ଉପରେ ତୁହାକୁ ତୁହା ମିସାଇଲ୍‌ ମାଡ଼ କରୁଛି ରୁଷ

ୟୁକ୍ରେନ୍‌ ଓ ରୁଷ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ବିଧ୍ୱଂସକ ହେବାରେ ଲାଗିଛି। ଏବେ ରୁଷ ସେନା ପୂରା ୟୁକ୍ରେନ୍‌କୁ ଘେରିସାରିଲେଣି। ରୁଷ ସେନା ୟୁକ୍ରେନ୍‌ର ରାଜଧାନୀ କିଭ୍‌କୁ କବ୍‌ଜା କରିବାକୁ ପୂରା ଚେଷ୍ଟା ଚଳାଇଛି। କିଭ୍‌ ବ୍ୟତୀତ ଖାରକିଭ୍‌ରେ ମଧ୍ୟ ରୁଷ ସେନା ପକ୍ଷରୁ ଆକ୍ରମଣ ଜାରି

ୟୁକ୍ରେନର ଅନେକ ସହର ଉପରେ ଋଷର ଏୟାରଷ୍ଟ୍ରାଇକ୍‌:ଏବେ ଟାର୍ଗେଟ୍‌ରେ ଆବାସିକ ଅଞ୍ଚଳ

କିଭ୍‌ ଓ ଖାରକିଭ୍‌ ସହରରେ ଋଷର ଆକ୍ରମଣ । ୟୁକ୍ରେନର ଅନେକ ସହର ଉପରେ ଋଷର ଏୟାରଷ୍ଟ୍ରାଇକ୍‌ । କିଭରେ ଟିଭି ଟାଓ୍ୱାର ଋଷ ଆକ୍ରମଣରେ ସମ୍ପୂର୍ଣ୍ଣ ଧ୍ୱଂସ । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ହୋଲୋକଷ୍ଟ ମେମୋରିଆଲ ଉପରେ ବି ଋଷର ଆକ୍ରମଣ । ଖାରକିଭରେ ମଧ୍ୟ ଋଷର ପ୍ରଚଣ୍ଡ ଆକ୍ରମଣ ।

ନିରାଡ଼ମ୍ବର ପାଳନ ହେବ ବିଜୁ ବାବୁଙ୍କ ୧୦୬ତମ ଜନ୍ମ ଜୟନ୍ତୀ

ଆସନ୍ତା ୫ ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୬ ତମ ଜନ୍ମ ଜୟନ୍ତୀ । ପ୍ରତି ନିର୍ବାଚନ ମଣ୍ଡଳୀରେ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀଙ୍କୁ ନିରାଡ଼ମ୍ବର ଭାବେ ପାଳନ କରାଯିବ । ଏନେଇ ଦଳୀୟ ବିଧାୟକଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ପ୍ରତି ନିର୍ବାଚନ

ଜାଗର ଯାତ୍ରା ହେଲା ଶେଷ ଯାତ୍ରା

ଜାଗର ଯାତ୍ରା ହେଲା ଶେଷ ଯାତ୍ରା । ଯାଜପୁର ଜିଲ୍ଲା ଚଣ୍ଡିଖୋଲର ପ୍ରସିଦ୍ଧ ଶୈବପୀଠ ମହାବିନାୟକଙ୍କ ଦର୍ଶନ ପାଇଁ ଆସୁଥିବା ବେଳେ ଦମ୍ପତି ଦୁର୍ଘଟଣାଗ୍ରସ୍ତ । ଯାହାଫଳରେ ଘଟଣାସ୍ଥଳରେ ହିଁ ନବବିବାହିତା ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା

ଅନ୍ତର୍ଜାତୀୟ ଆଇନର ଉଲ୍ଲଂଘନ କରୁଛି ରୁଷ

ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେଂସ୍କି ରୁଷ ବିରୋଧରେ ଯୁଦ୍ଧ ଅପରାଧ ଅଭିଯୋଗ ଆଣିଛନ୍ତି । ପୁଟିନଙ୍କ ସୈନ୍ୟବାହିନୀ ଅନ୍ତର୍ଜାତୀୟ ଆଇନର ଉଲ୍ଲଂଘନ କରି କ୍ଲଷ୍ଟର ଏବଂ ଭାକ୍ୟୁମ୍ ଭଳି ନିଷିଦ୍ଧ ବୋମା ବ୍ୟବହାର କରୁଛନ୍ତି । ଗତକାଲି ବିଳମ୍ବିତ ରାତିରେ ନିଜ ସମ୍ବୋଧନରେ ଜେଲେଂସ୍କି

ୟୁକ୍ରେନରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ୟୁକ୍ରେନରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ । ଭାରତୀୟ ଛାତ୍ରଙ୍କ ମୃତ୍ୟୁ ସଂପର୍କରେ ବୈଦେଶିକ ମନ୍ତ୍ରାଳୟ ଟ୍ବିଟ୍ କରି ସୂଚନା ଦେଇଛି । ୟୁକ୍ରେନର ଦ୍ବିତୀୟ ବୃହତ୍ତମ ସହର ଖାରକିଭ୍ ସହରରେ ଋଷ ସେନାର ଘନ ଘନ ବୋମାମାଡ ଲାଗି ରହିଛି । ମିଳିଥିବା ସୂଚନା ଅନୁଯାୟୀ ବୋମାମାଡରେ ଖାରକିଭ୍ ସହରରେ

ମହାଶିବରାତ୍ରୀ ଉପଲକ୍ଷେ ବିଭିନ୍ନ ଶିବ ମନ୍ଦିରରେ ଭିଡ, ଶ୍ରୀ ଲିଙ୍ଗରାଜ ମନ୍ଦିରରେ ରାତି ୧୦ରେ ଉଠିବ ମହାଦୀପ

ଆଜି ପବିତ୍ର ମହାଶିବରାତ୍ରି। ଜାଗର ପାଇଁ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଓ ଶୈବପୀଠରେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ଲାଗିଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ

ବିପୁଳ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବୃହତ ବିଜୟ ହାସଲ କରିଛି ଶାସକ ବିଜେଡି । ନିର୍ବାଚନରେ ଜିତିଥିବା ସବୁ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ । ଅତୁଟ ବିଶ୍ୱାସ ରଖି ବିଜୁ ଜନତା ଦଳକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ

ୟୁକ୍ରେନରୁ ୧୮୨ ଜଣ ଭାରତୀୟଙ୍କୁ ଧରି ମୁମ୍ବାଇରେ ପହଞ୍ଚିଲା ସପ୍ତମ ବିମାନ

ୟୁକ୍ରେନରେ ଫସି ରହିଥିବା ୧୮୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ସପ୍ତମ ଅପରେସନ୍ ଗଙ୍ଗା ବିମାନ ମଧ୍ୟ ବୁଖାରେଷ୍ଟ (ରୋମାନିଆ) ରୁ ମୁମ୍ବାଇରେ ପହଞ୍ଚିଛି | କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଭାରତୀୟ ଛାତ୍ରମାନଙ୍କୁ ମୁମ୍ବାଇ ବିମାନ ବନ୍ଦରରେ ସ୍ବାଗତ କରିଥିଲେ। ଏହାଛଡ଼ା ଅପରେସନ୍ ଗଙ୍ଗାର

ମାସ ଆରମ୍ଭରୁ ମହଙ୍ଗା ମାଡ଼, ବଢ଼ିଲା ଏଲପିଜି ଦର

ଏବେ ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ ଖାଇବା ଆହୁରି ମହଙ୍ଗା ହେବ | କାରଣ ଏଲପିଜି ଗ୍ୟାସ୍ ମହଙ୍ଗା ହୋଇଛି | ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡିକ ମାର୍ଚ୍ଚ ୧ ତଥା ଆଜିଠାରୁ ୧୯ କିଲୋଗ୍ରାମ ବ୍ୟବସାୟିକ ଏଲପିଜି ଗ୍ୟାସ ସିଲିଣ୍ଡର ଦର ୧୦୫ ଟଙ୍କା ବୃଦ୍ଧି କରିଛନ୍ତି। ଦିଲ୍ଲୀରେ ବାଣିଜ୍ୟିକ