୬୨୦ ଜିଲ୍ଲା ପରିଷଦରୁ ୫୫୪ରେ ଆଗୁଆ ବିଜେଡି
ପଞ୍ଚାୟତ ଭୋଟ୍ରେ ସବୁ ପୁରୁଣା ରେକର୍ଡକୁ ଭାଙ୍ଗି ନୂଆ ଇତିହାସ ଲେଖିବାକୁ ଯାଉଛି ଶାସକ ଦଳ । ଆଜି ଭୋଟ୍ ଗଣତିର ଦ୍ୱିତୀୟ ଦିନ । ୮୫୩ ଜିଲ୍ଲା ପରିଷଦ ଜୋନରୁ ୬୨୦ରେ ଗଣତି ଚାଲିଛି କିମ୍ବା ସରିଗଲାଣି । ସେଥିରୁ ୫୫୪ଟିରେ (୮୯%) ବିଜେଡି ଆଗୁଆ ରହିଛି । କଂଗ୍ରେସ ୨୯ଟିରେ ବିଜୟ ଲାଭ!-->…
