Odia News Portal
Yearly Archives

2022

ଆରମ୍ଭ ହେଲା ମହାଯୁଦ୍ଧ

ଆରମ୍ଭ ହେଲା ଋଷ- ୟୁକ୍ରେନ ଯୁଦ୍ଧ । ଯୁଦ୍ଧ ଘୋଷଣା କଲେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ୟୁକ୍ରେନ ଉପରେ ମିଲିଟାରୀ ଅପରେସନ ନେଇ ଘୋଷଣା କରିଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ମିଲିଟାରୀ ଅପରେସନ ନେଇ ଋଷ୍ ନିର୍ଦ୍ଦେଶ ଦେଇଥିବା ଆନ୍ତର୍ଜାତୀୟ ଗଣମାଧ୍ୟମ ପକ୍ଷରୁ ସୂଚନା

ଆଜିଠୁ ଭାରତ-ଶ୍ରୀଲଙ୍କା ଟି-୨୦ ମ୍ୟାଚ୍

ଆଜିଠୁ ଭାରତ-ଶ୍ରୀଲଙ୍କା ଟି-୨୦ ସିରିଜ୍ । ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ୩ ଟିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ଲକ୍ଷ୍ନୌରେ ଖେଳାଯିବ । ଲକ୍ଷ୍ନୌରେ ସନ୍ଧ୍ୟା ୭ଟାରୁ ମ୍ୟାଚ୍ ଆରମ୍ଭ ହେବ । କ୍ୟାପଟେନ୍ ରୋହିତ ଶର୍ମାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ ।

ଆଜି ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ

ଆଜି ରାଜ୍ୟରେ ଆରମ୍ଭ ହୋଇଛି ପଞ୍ଚମ ତଥା ଶେଷ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ଆରମ୍ଭ ହୋଇଛି ଭୋଟିଂ । ୨୫ ଜିଲ୍ଲାର ୪୮ ବ୍ଲକରେ ଆରମ୍ଭ ହୋଇଛି ଭୋଟିଂ । ୧୩୧ ଜିଲ୍ଲା ପରିଷଦ ଆସନରେ ନେତା ବାଛୁଛନ୍ତି ଜନତା । ୯୭୫ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ମତ ସାବ୍ୟସ୍ତ କରୁଛନ୍ତି

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ଡିଜିଟାଲ୍ ହଟ୍ ସେବା ଉଦଘାଟିତ,ଲୋକଙ୍କ ପାଖରେ ପହଞ୍ଚିବ ୨୪ ଘଂଣ୍ଟା

ଭୁବନେଶ୍ୱର: ବ୍ୟାଙ୍କିଂ ସେବାକୁ ଅଧିକ ଡିଜିଟାଲ୍ କରିବା ସହିତ ଗୋଟିଏ ସ୍ଥାନରେ ବିଭିନ୍ନ ପ୍ରକାର ଅତ୍ୟାଧୁନିକ ସେବା ଉପଲବ୍ଧ କରିବା ଲକ୍ଷ୍ୟରେ ଓଡ଼ିଶାରେ ପ୍ରଥମ ଥର ପାଇଁ ପଞ୍ଜାବ ନ୍ୟାସନାଲ୍ ବ୍ୟାଙ୍କ ପକ୍ଷରୁ ଡିଜିଟାଲ୍ ହଟ୍ ସେବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) କ୍ୟାମ୍ପସରେ ଶୁଭାରମ୍ଭ

ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଓଡିଶା ଛାଡିବେ କ୍ରିଷନ କୁମାର । କେନ୍ଦ୍ରୀୟ ଡେପୁଟେସନରେ ଯିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା ପୂର୍ତ୍ତ ସଚିବ କ୍ରୀଷନ କୁମାର । କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ପଦରେ ତାଙ୍କୁ ନିଯୁକ୍ତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ

ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟ ପାଇଁ ଚାଲିଛି ପ୍ରସ୍ତୁତି । ଏହାରି ମଧ୍ୟରେ ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି । ନିର୍ବାଚନ ଆୟୋଗଙ୍କୁ ଫେରାଦ ହୋଇଛନ୍ତି ବିଜେଡି

ଗିରଫ ହେଲେ ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ଭଉଣୀ

୧୮ ଜଣ ମହିଳାଙ୍କୁ ବାହା ହେବା ସହିତ ଠକେଇ କରିଥିବା ନକଲି ଡାକ୍ତର ରମେଶ ସ୍ୱାଇଁକୁ ସହଯୋଗ କରୁଥିବା ଅଭିଯୋଗରେ ତାଙ୍କ ଭଉଣୀଙ୍କୁ ଗିରଫ କରିଛି ପୋଲିସ । ରମେଶଙ୍କ ଭଉଣୀଙ୍କୁ ସ୍ପେଶାଲ ସ୍କ୍ୱାର୍ଡ ପକ୍ଷରୁ ପଚରାଉଚରା କରାଯାଉଥିଲା । ଜେରା ପରେ ଠକେଇ ପ୍ରମାଣ ମିଳିବା ପରେ ଭଉଣୀକୁ ରଶ୍ମୀତାକୁ

ନୱାବ ମଲ୍ଲିକ ଗିରଫ

ମୁମ୍ବାଇ ଅଣ୍ଡରୱର୍ଲ୍ଡ ଲିଙ୍କରେ ମହାରାଷ୍ଟ୍ର ମନ୍ତ୍ରୀ ଗିରଫ । ଅଣ୍ଡରୱର୍ଲ୍ଡ ସହ ଜଡ଼ିତ ଏକ ମନି ଲଣ୍ଡରିଂ ମାମଲାରେ ଇଡି ମହାରାଷ୍ଟ୍ରର ମନ୍ତ୍ରୀ ନବାବ ମଲିକଙ୍କୁ ଗିରଫ କରିଛି । ଏନସିପି ନେତା ନବାବ ମଲିକଙ୍କୁ ବୁଧବାର ସକାଳେ ଜେରା କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଜେରା ପରେ

ଯୁଦ୍ଧ ହେଲେ ଭାରତ ଉପରେ କଣ ପ୍ରଭାବ ପଡିବ

ଋଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆଶଙ୍କା ବଢି ଚାଲିଥିବାରୁ ଏହାର ପ୍ରଭାବ ନେଇ ବିଶ୍ବବ୍ୟାପୀ ଚିନ୍ତା ବଢିଛି । ତେବେ ଯଦି ଯୁଦ୍ଧ ହୁଏ, ଭାରତୀୟ ବଜାରରେ ଏହାର କି ପ୍ରଭାବ ପଡିବ, ସେ ନେଇ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ବିଶେଷକରି ତୈଳ କ୍ଷେତ୍ରକୁ ଏହା ପ୍ରଭାବିତ କରିବାର ସମ୍ଭାବନା

ଆସନ୍ତାକାଲି ରାଜ୍ୟରେ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ

ଆସନ୍ତାକାଲି ରାଜ୍ୟରେ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ। ୨୫ ଜିଲ୍ଲାର ୧୩୧ ଜିଲ୍ଲା ପରିଷଦ ଜୋନ୍‌ରେ ହେବ ନିର୍ବାଚନ। ୯୭୫ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟ ପାଇଁ ଭୋଟ ଦେବେ ଭୋଟର। ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ୨୫ ଜିଲ୍ଲାରେ ୧୩ହଜାର ୫୧୪ ବୁଥ୍‌ ପ୍ରସ୍ତୁତ କରାଯାଇଛି। ମୋଟ