ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମିଶନ ଶକ୍ତି ମା’ମାନଙ୍କୁ ୩ ପରିବର୍ତ୍ତେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ…
ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ (zero interest) ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଅପ୍ରେଲ ପହିଲାରୁ ଏହି!-->…