ପଦ୍ମପୁର ଉପନିର୍ବାଚନ : ବିଜେଡିର ୪୦ ଜଣ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା
ପଦ୍ମପୁର ଉପନିର୍ବାଚନ ପାଇଁ ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ । ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପକ୍ଷରୁ ଜାରି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ବ୍ୟତୀତ ମନ୍ତ୍ରୀ ରଣେନ୍ଦ୍ର!-->…