ଆରପାରିରେ ଅବସର ବେଉରିଆ
ପୂର୍ବତନ ରାଷ୍ଟ୍ରଦୂତ ତଥା ବିଶିଷ୍ଟ କୁଟନିିିିିିିିତିଜ୍ଞ ଅବସର ବେଉରିଆଙ୍କ ଦେହାନ୍ତ ହୋଇଛି । ଓଡିଶାର ଗର୍ବ ଗୌରବ ଥିଲେ ଅବସର । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିଳମ୍ବିତ ରାତିରେ ସେ ତାଙ୍କ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା।ବୁଧବାର!-->…