୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ!-->…