ମନି ଲଣ୍ଡରିଂ ମାମଲାରେ ଜ୍ୟାକଲିନଙ୍କୁ ଆଶ୍ବସ୍ତି, ଅନ୍ତରୀଣ ଜାମିନ ଅବଧି ନଭେମ୍ବର ୧୦ ପର୍ଯ୍ୟନ୍ତ ବୃଦ୍ଧି
ଠକ୍ ସୁକେଶ ଚନ୍ଦ୍ରଶେଖର ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ପଟିଆଲା ହାଉସ କୋର୍ଟ ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ଆଶ୍ବସ୍ତି ପ୍ରଦାନ କରିଛନ୍ତି। କୋର୍ଟ ଜ୍ୟାକଲିନଙ୍କ ଅନ୍ତରୀଣ ସୁରକ୍ଷାକୁ ନଭେମ୍ବର ୧୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଗତ ଶୁଣାଣିରେ କୋର୍ଟ!-->…