Odia News Portal
Yearly Archives

2022

ଦ୍ବିତୀୟ ଟେଷ୍ଟ:ବାଂଲାଦେଶକୁ ୩ ଓ୍ବିକେଟରେ ହରାଇଲା ଭାରତ

ରବିଚନ୍ଦ୍ରନ ଅଶ୍ୱିନ ଓ ଶ୍ରେୟସ ଆୟରଙ୍କ ଲଢ଼ୁଆ ଇନିଂସ ବଳରେ ଭାରତ ଏଠାରେ ଖେଳାଯାଇଥିବା ଦ୍ବିତୀୟ ତଥା ଅନ୍ତିମ ଟେଷ୍ଟରେ ବାଂଲାଦେଶକୁ ୩ ୱିକେଟରେ ହରାଇଛି । ଏହି ସଂଘର୍ଷପୂର୍ଣ୍ଣ ବିଜୟ ସହିତ ଭାରତ ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜକୁ ୨-୦ରେ କ୍ଲିନ୍ ସୁଇପ୍ କରିଛି। ଏଥରକୁ ମିଶାଇ ଚତୁର୍ଥ ଥର

ଚୀନ,ଜାପାନରୁ ଆସିଲେ ଟେଷ୍ଟ ବାଧ୍ୟ

କୋଭିଡ ସଙ୍କ୍ରମଣକୁ ଦୃଷ୍ଟିରେ ରଖି ବିମାନବନ୍ଦରରେ କଡା କଟକଣା । ୫ଟି ଦେଶରୁ ଆସୁଥିବା ଯାତ୍ରୀଙ୍କ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି । କୋଭିଡ କଟକଣା କଡାକଡି କଲେ କେନ୍ଦ୍ର ସରକାର । କିଛି ନିର୍ଦ୍ଦିଷ୍ଟ ଦେଶରୁ ଆସୁଥିଲେ ଆରଟି-ପିସିଆର ଟେଷ୍ଟ ବାଧ୍ୟତାମୂଳକ । ଚୀନ, ଜାପାନ,

ବଡ଼ଦିନ ପାଇଁ ଉତ୍ସବମୁଖର ଚର୍ଚ୍ଚ

ଆଜି ବଡ଼ଦିନ। ଖ୍ରୀଷ୍ଟ ଧର୍ମାବଲାମ୍ବୀମାନଙ୍କ ପାଇଁ ବର୍ଷସାରାର ଅନ୍ୟତମ ପବିତ୍ର ପର୍ବ। ଏ ନେଇ ସବୁଆଡ଼େ ହର୍ଷୋଲ୍ଲାସର ମାହୋଲ। ଶନିବାର ରାତିରେ ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁଖ୍ରୀଷ୍ଟ। ଏଥିପାଇଁ ବ୍ରହ୍ମପୁର ମହାନଗର ହେଉ କି ଗଜପତି ବା କନ୍ଧମାଳ ଜିଲ୍ଲାର ଗ୍ରାମାଞ୍ଚଳର ଚର୍ଚ୍ଚ

ହକି ବିଶ୍ୱକପ ଟ୍ରଫିର ଆଜିଠୁ ଓଡ଼ିଶା ପରିକ୍ରମା

ବିଭିନ୍ନ ରାଜ୍ୟ ବୁଲିବା ପରେ ଆଜିଠାରୁ ଓଡ଼ିଶା ପରିକ୍ରମା କରିବ ହକି ବିଶ୍ବକପ୍‌ ଟ୍ରଫି। ସବୁ ଜିଲ୍ଲା ପରିକ୍ରମା କରିବ ଟ୍ରଫି । ଆଜି ଟ୍ରଫି ଭୁବନେଶ୍ବର ବୁଲିବ। ବିଶ୍ୱକପ ଟ୍ରଫିକୁ ସ୍ବାଗତ କରିବା ପାଇଁ ଭୁବନେଶ୍ବର ମହାନଗର ନିଗମ- ବିଏମ୍‌ସି ପକ୍ଷରୁ ବ୍ୟାପକ ଆୟୋଜନ ହୋଇଛି । ଆଜି ଦିନ

ଅଭିନେତ୍ରୀ ତୁନିଶା ଶର୍ମା ମୃତ୍ୟୁ ମାମଲାରେ ଅଭିନେତା ଶିଜାନ ଖାନ ଗିରଫ

ଟିଭି ଅଭିନେତ୍ରୀ ତୁନିଶା ଶର୍ମାଙ୍କ ମୃତ୍ୟୁ ମାମଲାରେ ଭାଲିଭ ପୋଲିସ ତାଙ୍କ ସହଅଭିନେତା ଶିଜାନ ଖାନଙ୍କୁ ଗିରଫ କରିଛି। ଆତ୍ମହତ୍ୟା ପାଇଁ ଉସୁକାଇବା ଅଭିଯୋଗରେ ପୋଲିସ ଶେଜାନଙ୍କ ବିରୋଧରେ ମାମଲା ରୁଜୁ କରିଛି। ଆଜି ତାଙ୍କୁ କୋର୍ଟରେ ହାଜର କରାଯିବ। ଗତକାଲି ମୁମ୍ବାଇରେ ଏକ ଟିଭି ସିରିଏଲର

ବଡଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଯିଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ । ଏହି ଅବସରରେ ପୁରା ଦେଶବାସୀ ପାଳନ କରୁଛନ୍ତି ଖ୍ରୀଷ୍ଟମାସ । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ଚର୍ଚ୍ଚ । ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଆଜି ପରସ୍ପରକୁ କେକ ଖୁଆଇ ଶୁଭେଚ୍ଛା ଜଣାଇବା ସହ ଶାନ୍ତି ଓ ଐକ୍ୟର ବାର୍ତ୍ତା ବାଣ୍ଟୁଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ

ପୁଣି କୋରୋନା ଚିନ୍ତା : ମାସ୍କ ପିନ୍ଧିବା, ହାତ ଧୋଇବାକୁ ସ୍ୱାସ୍ଥ୍ୟ ସଚିବ ଦେଲେ ପରାମର୍ଶ

ପ୍ରାୟ ତିନି ବର୍ଷ ତଳେ ଚୀନ୍‌ର ୟୁହାନ ପ୍ରଦେଶରେ ସୃଷ୍ଟି ହୋଇଥିବା କରୋନା ଭୂତାଣୁ ସାରା ବିଶ୍ବ ପାଇଁ ଯେଭଳି ମୃତ୍ୟୁର ବିଭୀଷିକା ସୃଷ୍ଟି କରିଥିଲା ତାହା ବର୍ତ୍ତମାନ ସୁଦ୍ଧା ଲୋକଙ୍କ ମନରୁ ଲିଭିନଥିବା ବେଳେ ପୁଣିଥରେ ଫେରିଛି କରୋନା ମହାମାରୀ। ଜାପାନ, କୋରିଆ, ଆମେରିକା, ଫ୍ରାନ୍ସ,

ସିକ୍କିମରେ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୧୬ ଯବାନ ମୃତ

ଉତ୍ତର ସିକ୍କିମରେ ଶୁକ୍ରବାର ଏକ ସେନା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ୧୬ ଯବାନ ପ୍ରାଣ ହରାଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଭାରତୀୟ ସେନା ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଉତ୍ତର ସିକ୍କିମର ଜେମା ଠାରେ ଏହି ଦୁର୍ଘଟଣା ଘଟିଛି । ସେନାର ସୂଚନା

ସର୍ଗିଫୁଲ ଉଦ୍ ଯାପିତ, ଓଡିଶା ର ପିଲା ମାନେ କାହା ଠାରୁ କମ୍ ନୁହଁ:ମୁଖ୍ୟମନ୍ତ୍ରୀ

ପ୍ରତିଯୋଗୀତାମୂଳକ ମନୋଭାବ ନେଇ ଆଗକୁ ବଢ, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ ଆଶୀର୍ବାଦ ତୁମ ସାଥିରେ ଅଛି – ଜନଜାତି ପିଲାମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ୨୦୨୩ ଡିସେମ୍ବର ସୁଦ୍ଧା ଅନୁସୂଚିତ ଜାତି ଜନଜାତି ପିଲାମାନଙ୍କ ପାଇଁ ଆଉ ୧୦୦ଟି ହଷ୍ଟେଲ ନିର୍ମାଣ କରାଯିବ ଭୁବନେଶ୍ୱର

ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼ିବାକୁ ପିଲାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ଉଦ୍‌ବୋଧନ ଦେଇ ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢିବାକୁ ପରାମର୍ଶ ଦେଇଛନ୍ତି। SCST ଉନ୍ନୟନ୍ ବିଭାଗ ଅନ୍ତର୍ଗତ ବିଦ୍ୟାଳୟ ସମୂହର ଏହି ଅନନ୍ୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ପ୍ରେରଣା ଦେଇ ମୁଖ୍ୟମନ୍ତ୍ରୀ